ସିଡିଓ ଓ ବିଡିଓ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ :
-‘ମୋ ଛୋଟ ବ୍ରେନ୍ରେ ସବୁ ସେଭ୍ ହୋଇ ରହିଛି’
-‘ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ ଆପଣଙ୍କୁ’
-‘ମୁଁ କ୍ଷମା ଦେବିନି, ଆମ ଲାଇନ୍ରେ ସେଟ୍ ଅପ୍ ହେବାକୁ ପଡ଼ିବ’
-‘ମୁଁ ଆଦିବାସୀ ଲୋକ, ମୋ ସରଳତାକୁ ଦୁର୍ବଳତା ଭାବନ୍ତୁ ନାହିଁ’
-‘ଜିଲ୍ଲାପାଳଙ୍କ ଜରିଆରେ ବିଡିଓଙ୍କ ରିପୋର୍ଟ କାର୍ଡ ମଗାଯିବ’
-‘ବିଧାୟକ ଅଭିଯୋଗ କରୁଛନ୍ତି ବିଡିଓ ଆମ କଥା ଶୁଶୁ ନାହାନ୍ତି
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق