*୨୮_ଜୁନ୍ରୁ_ଗର୍ଭଗୃହ_ବାହାର_ରତ୍ନଭଣ୍ଡାର_ମରାମତି*
*-୨୮ ଜୁନ୍ରୁ ୬ ଜୁଲାଇ ମଧ୍ୟରେ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି*
*-ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ*
*-ଗର୍ଭଗୃହ ଓ ରତ୍ନଭଣ୍ଡାର ମରାମତି ନେଇ ବୈଠକ ପରେ ଦେଲେ ସୂଚନା*
*-‘ଏହି ସମୟରେ ବିଶେଷ କରି ବାହାର ରତ୍ନଭଣ୍ଡାର ମରାମତି ହେବ’*
*-‘ଭିତର ରତ୍ନଭଣ୍ଡାର ମରାମତି ପ୍ରାୟତଃ ଶେଷ, କେବଳ ଚଟାଣ କାମ ବାକି’*
*-‘ନାଟମଣ୍ଡପ, ଜଗମୋହନ ମରାମତି କାମ ମଧ୍ୟ କରାଯିବ’*
*-‘ନାଟମଣ୍ଡପକୁ ଶୀତତାପ ନିୟନ୍ତ୍ରିତ କରିବାକୁ ଆଲୋଚନା ହୋଇଛି*
*-‘ଷ୍ଟ୍ରକଚରାଲ୍ ସେଫ୍ଟିକୁ ଗୁରୁତ୍ବ ସହ ଶୀତତାପ ବ୍ୟବସ୍ଥା କରାଯିବ’*
*-‘ଏଥିପାଇଁ ASIର ଅନୁମୋଦନ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ’*
*-‘ଶ୍ରୀମନ୍ଦିର ଟେକ୍ନିକାଲ କମିଟି, ASI ମିଳିତ ଭାବେ ସବୁ ତଦାରଖ କରିବେ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق