*#ବଢ଼ିଲା_ମନ୍ତ୍ରୀ_ଅଫିସରଙ୍କ_ଗାଡ଼ି_ଖର୍ଚ୍ଚ*
ଭୁବନେଶ୍ଵର (ମଣିଭଦ୍ରା ଖବର) ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ିଭଡ଼ା ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବ ନିର୍ଦ୍ଧାରିତ ଘରୋଇ ଗାଡ଼ିଭଡ଼ା ଖର୍ଚ୍ଚରେ ସଂଶୋଧନ । ୫୦ ହଜାର ୪୦୦ ଟଙ୍କା ହେଲା ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ । ଜିଲ୍ଲାପାଳ, SPଙ୍କ ଗାଡ଼ି ଖର୍ଚ୍ଚ ୪୪ ହଜାର ୪୦୦କୁ ବୃଦ୍ଧି । ବ୍ଲକ, ତହସିଲ, ଫିଲ୍ଡ ଅଫିସ୍ ଗାଡ଼ି ଖର୍ଚ୍ଚ ୩୭ ହଜାର ୨୦୦କୁ ବୃଦ୍ଧି । ପ୍ରମୁଖ ସଚିବଙ୍କ ୩୬ ହଜାର ଏବଂ ସ୍ବତନ୍ତ୍ର ସଚିବଙ୍କ ଗାଡ଼ି ଖର୍ଚ୍ଚ ୩୧ ହଜାର ୨୦୦କୁ ବୃଦ୍ଧି କରାଯାଇଛି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment