BREAKING
Loading...
:

ଭାରତ_ପାକିସ୍ତାନ_ଅସ୍ତ୍ରବିରତି_ସହମତି_ରୁବିଓ*

 



*#ଭାରତ_ପାକିସ୍ତାନ_ଅସ୍ତ୍ରବିରତି_ସହମତି_ରୁବିଓ*

-US ବୈଦେଶିକ ସଚିବ ମାର୍କୋ ରୁବିଓ ମଧ୍ୟ ସହମତି କଥା ଜଣାଇଲେ

-ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି କଥା ଜଣାଇଲେ

-ସେ ନିଜେ ଓ ଉପରାଷ୍ଟ୍ରପତି ଭାନ୍ସ ମଧ୍ୟସ୍ଥତା କରିଥିବା ସ୍ପଷ୍ଟ କଲେ

-ବିଗତ ୪୮ ଘଣ୍ଟାର ଆଲୋଚନା ପରେ ସଫଳତା ମିଳିଥିବା କହିଲେ

-ପ୍ରଧାନମନ୍ତ୍ରୀ ମୋଦି ଓ ପାକ୍ ପ୍ରଧାନମନ୍ତ୍ରୀ ସରିଫଙ୍କ ସହ ଆଲୋଚନା ହୋଇଛି

-ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ପାକ୍ ସେନା ମୁଖ୍ୟ ମୁନିରଙ୍କ ସହ ଆଲୋଚନା

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS