*#୧୦ରେ_ଆସୁଛନ୍ତି_ଶାହ*
-ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ
-ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ
-ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସୂଚନା
-‘୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ’
-‘ଜଟଣୀରେ ଫରେନ୍ସିକ୍ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ’
-‘୧୦ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ’
-‘୧୧ରେ ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ’
-‘ପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ’
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق