*ଜୁନ୍ରେ_ଅଧିକ_ବର୍ଷା: IMD ଡିଜି -ମୌସୁମୀ ବର୍ଷା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା -ଜୁନ୍ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ;-ଜୁନ୍ରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ ପୂର୍ବାନୁମାନ*
*-ପ୍ରାକ୍ ମୌସୁମୀ ବର୍ଷା ସ୍ବାଭାବିକଠୁ ଅଧିକ ରହିଛି*
*-ମେ ମାସରେ ଦେଶରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି*
*-ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି*
*-କେରଳକୁ ୮ ଦିନ ଆଗୁଆ ମୌସୁମୀ ପ୍ରବେଶ କରିଛି*
*-ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରେ ମଧ୍ୟ ମୌସୁମୀ ଆଗୁଆ ପହଞ୍ଚିଛି*
*-ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଛି*.
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق