BREAKING
Loading...
:

ଭିଜିଲାନ୍ସ_ଜାଲରେ_ଯୁଗ୍ମ_ନିର୍ଦ୍ଦେଶକ*




 *ଭିଜିଲାନ୍ସ_ଜାଲରେ_ଯୁଗ୍ମ_ନିର୍ଦ୍ଦେଶକ*

*-ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ*

*-ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍*

*-ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ*

*-ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଛାନ୍‌ଭିନ୍* 

*-ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରେଡ୍*

*-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS