_ସମୟ ଅଛି ସତର୍କ ହୁଅ_
_-ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ_
_-ସମୟ ଅଛି ସତର୍କ ହୋଇଯାଅ ବୋଲି କହିଲେ_
_'-ଅଭିଯାନ ଆରମ୍ଭ ହୋଇଛି, କେହି ବି ବର୍ତ୍ତିବେ ନାହିଁ'_
_'-ଯିଏ ଦୁର୍ନୀତି କରିବ ସିଏ ଜେଲ୍ ଯିବ'_
_'-ସରକାରଙ୍କ ସଂକଳ୍ପ, ଯେଉଁଠି ଥିଲେ ବି ବନ୍ଧାହେବେ'_
_-'ଆମକୁ ସହଯୋଗ କରନ୍ତୁ, କେହି ବି ଲାଞ୍ଚ ଦିଅନ୍ତୁ ନାହିଁ'_
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment