*୧୯_ଯାଏଁ_ବର୍ଷା !*
*-ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ*
*-ଘୂର୍ଣ୍ଣିବଳୟ ସକ୍ରିୟ ଫଳରେ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା*
*-କାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ*
*-ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣି
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق