BREAKING
Loading...
:

ସୃଷ୍ଟି_ହେବ_ଲଘୁଚାପ

 *ସୃଷ୍ଟି_ହେବ_ଲଘୁଚାପ*


*-ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା*

*-ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା*

*-ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ହେବ ବର୍ଷା*

*-ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ*

*-ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ*

*-ଉପକୂଳ ଓ ୪ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ବି ପ୍ରବଳ ବର୍ଷା ଆଶଙ୍କା*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS