BREAKING
Loading...
:

ରାଉରକେଲା ପୁଲିସ ଜିଲ୍ଲାରେ ଗୃହରକ୍ଷୀ ନିଯୁକ୍ତି ପରୀକ୍ଷା

 



- ରାଉରକେଲା ପୁଲିସ ଜିଲ୍ଲାରେ ଗୃହରକ୍ଷୀ ନିଯୁକ୍ତି ପରୀକ୍ଷା 

- ୧୦୭ ପଦବି ପାଇଁ ୯,୦୬୧ ପ୍ରାର୍ଥୀ

- ଶିକ୍ଷାଗତ ଯୋଗ୍ୟତା ପଞ୍ଚମ ଶ୍ରେଣୀ ପାସ୍‌ 

- ଆବେଦନକାରୀଙ୍କ ତାଲିକାରେ ବି.ଟେକ୍‌ ଓ ଗ୍ରାଜୁଏଟ୍‌ ଛାତ୍ରଛାତ୍ରୀ

- ଦିନକୁ ପାରିଶ୍ରମିକ ୬୧୨ ଟଙ୍କା ଅର୍ଥାତ୍‌ ମାସକୁ ୧୮ ହଜାର ୩୬୦ ଟଙ୍କା

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS