BREAKING
Loading...
:

ଜୁଲାଇ ମାସରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

 ଜୁଲାଇ ମାସରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି



*ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ରେ ଏମ୍ସ ଭୁବନେଶ୍ୱର ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।*


*ରାଷ୍ଟ୍ରପତି ଜୁଲାଇ ୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।

Post a Comment

Previous Post Next Post
Header ADS