BREAKING
Loading...
:

ଶିକ୍ଷକ_ଶିକ୍ଷାର୍ଥୀ_ସମ୍ପର୍କରେ_ଅବମୂଲ୍ୟାୟନ: ଧର୍ମେନ୍ଦ୍ର




 *ଶିକ୍ଷକ_ଶିକ୍ଷାର୍ଥୀ_ସମ୍ପର୍କରେ_ଅବମୂଲ୍ୟାୟନ: ଧର୍ମେନ୍ଦ୍ର*

-ବାଲେଶ୍ବର ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

-ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି

-ଦୁର୍ଭାଗ୍ୟଜନକ ଘଟଣା, ଯେତେ ନିନ୍ଦା କଲେ ବି କମ୍‌ ହେବ

-ଶିକ୍ଷକ-ଶିକ୍ଷାର୍ଥୀ ସମ୍ପର୍କରେ ଅବମୂଲ୍ୟାୟନ ହୋଇଛି, ସାମ୍ନା କରିବାକୁ ପଡ଼ିବ

-ଆଗକୁ ରାଜ୍ୟ ସରକାର ଆଇନ ଅନୁସାରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବେ

-ରାଜନୀତି କରିବାର ବେଳ ନୁହେଁ, ଉତ୍ତମ ଚିକିତ୍ସା ଯୋଗାଇବା ପ୍ରାଥମିକତା

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS