BREAKING
Loading...
:

ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ବଳଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।*

 *ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ବଳଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।*



ପୁରୀ ଜିଲ୍ଲା ବଳଙ୍ଗା ଥାନା ବାଇଆବରର ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଇଛନ୍ତି  ଦୁର୍ବୃତ୍ତ। ପୀଡ଼ିତା ଜଣେ ଯୁକ୍ତ-୨ ଛାତ୍ରୀ ବୋଲି ଜଣାଯାଇଛି। ଏହି ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦିଆଯାଇଛି | ଏମ୍ସରେ ନାବାଳିକାଙ୍କ ଚିକିତ୍ସା ଚାଲିଥିବା ବେଳେ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର |


ଏହି ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦିଆଯାଇଛି | ଏମ୍ସରେ ନାବାଳିକାଙ୍କ ଚିକିତ୍ସା ଚାଲିଥିବା ବେଳେ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର | ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ପ୍ରଭାତୀ ପରିଡ଼ା।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS