*ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା*
*ଶକ୍ତିଶ୍ରୀ କାର୍ଯ୍ୟକ୍ରମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
-ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ବଡ଼ ଘୋଷଣା
-ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ
-ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
-ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ
-ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ
-ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ
Post a Comment