BREAKING
Loading...
:

ବ୍ରହ୍ମପୁର ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା।




 ବ୍ରହ୍ମପୁର - ବ୍ରହ୍ମପୁର ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା।

- ପୁଷା ମୁଣ୍ଡାଙ୍କ ସରକାରୀ ଗାଡ଼ିରୁ ନଗଦ ୩ ଲକ୍ଷ ଜବତ ।

- ଛତ୍ରପୁର ନିକଟସ୍ଥ ଜାତୀୟ ରାଜପଥ ନିକଟରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଜବତ କଲା ଭିଜିଲାନ୍ସ ।

- ପୁଷା ମୁଣ୍ଡାଙ୍କ ଠାରୁ ୩ଲକ୍ଷ ଟଙ୍କା ଜବତ କରି ଅଧିକ ତଦନ୍ତ ଜାରି ରଖିଛି ଭିଜିଲାନ୍ସ ।

- ନଗଦ ୩ ଲକ୍ଷ ଟଙ୍କା ପୁଷା ମୁଣ୍ଡାଙ୍କ ଗାଡିରେ କାହିଁକି ରଖାଯାଇଥିଲା ନା ଟଙ୍କା ସେ କାହା ପାଖରୁ ନେଇଥିଲେ ତାହା ଅସ୍ପଷ୍ଟ ।

 ବ୍ରହ୍ମପୁରରୁ ସୁଭଦ୍ରା ଶୁକ୍ଳା ମଣିଭଦ୍ରା ଖବର 

Post a Comment

أحدث أقدم
Header ADS