*୧୧ଜିଲ୍ଲାକୁ_ବର୍ଷା_ଆଲର୍ଟ*
*ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment