BREAKING
Loading...
:

୨୭ଯାଏଁ_ପ୍ରବଳ_ବର୍ଷା!*

 *୨୭ଯାଏଁ_ପ୍ରବଳ_ବର୍ଷା!*



*-ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା*

*-ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ*

*-ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା*

*-କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା*

*-ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ*

*-ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା*.

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS