ସାମ୍ବାଦିକତା ଦିବସ
୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର 'ଉତ୍କଳ ଦୀପିକା' ପ୍ରକାଶ ପାଇଥିଲା । "ଓଡ଼ିଆ ସାମ୍ବାଦିକତା ଦିବସ" ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀଙ୍କୁ ଶୁଭେଚ୍ଛା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق