କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଅକାଳ ବିୟୋଗ । ସେ ଜଣେ ସରଳ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ବିଶେଷ ଭାବରେ ଜନଜାତିଙ୍କ କଲ୍ୟାଣ ଓ ସେବା କରିବା ଦିଗରେ ସବୁବେଳେ ତତ୍ପର ରହୁଥିଲେ । ନିଜ ନିର୍ବାଚନମଣ୍ଡଳୀ ପାଇଁ ସେ କରିଥିବା ବିକାଶମୂଳକ କାର୍ଯ୍ୟ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment