BREAKING
Loading...
:

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ

 ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ 



ଗଞ୍ଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାଇଗଣବାଡି ଛକ ଠାରେ ମର୍ମନ୍ତୁଦ ଦୁର୍ଘଟଣା ପିକପ୍ ଗାଡି କୁ ଧକ୍କା ଦେଲା ମଟର ସାଇକେଲ।ଘଟଣା ସ୍ଥଳରେ ଦୁଇ ଜଣ ଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ଘଟଣା ସ୍ଥଳରେ ସାନଖେମୁଣ୍ଡି ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ଜେନା ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣା ତଦାରଖ କରିଥିବା ଜଣାପଡିଛି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS