BREAKING
Loading...
:

ଆସନ୍ତା 27 ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ,




 ଆସନ୍ତା 27 ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଗଞ୍ଜାମ ଜିଲ୍ଲା ଯିବେ  । ବିରାଟ ଜନ ସମାବେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ଏହାସହ ମୋଦି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରସ୍ତୁତି ଅନୁଧ୍ୟାନ କରୁଛନ୍ତି ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS