BREAKING
Loading...
:

କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର-୨୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତ ସମ୍ଭାବନା



 କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର-୨୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତ ସମ୍ଭାବନା

୨୭ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଅତିକ୍ରମ କରିବ

କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ

ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ

ଗଞ୍ଜାମ, ଗଜପତି, ବାଲେଶ୍ବରକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ

ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା

୨୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ବାରଣ

Post a Comment

أحدث أقدم
Header ADS