*IAS ସ୍ତରରେ ଅଦଳବଦଳ*
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ବ
ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ
ପ୍ରେମଜିତ୍ ନାୟକ ST/SC ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق