ACFସୌମ୍ୟମୃତ୍ୟୁ: ବଢ଼ିଲାDFOଙ୍କଅଡୁଆ
ACF ସୌମ୍ୟରଂଜନ ମୃତ୍ୟୁ ମାମଲା; ତତ୍କାଳୀନ DFOଙ୍କ ଅଡୁଆ ବଢ଼ିଲା
ତତ୍କାଳୀନ DFO ସଂଗ୍ରାମ ବେହେରାଙ୍କ ଆଗୁଆ ଜାମିନ ଖାରଜ
ରୋଷେୟା ମନ୍ମଥ କୁମ୍ଭଙ୍କ ଆଗୁଆ ଜାମିନ ଆବେଦନ ମଧ୍ୟ ଖାରଜ
ଉଭୟଙ୍କୁ ତଳ କୋର୍ଟରେ ଜାମିନ ଆବେଦନ ପାଇଁ ହାଇକୋର୍ଟଙ୍କ ଅନୁମତି
୨୦୨୧ ଜୁଲାଇ ୧୨ରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସୌମ୍ୟ ଉଦ୍ଧାର ହୋଇଥିଲେ
ପରବର୍ତ୍ତୀ ଅବସ୍ଥାରେ ଚିକିତ୍ସାଧୀନ ଥାଇ ସୌମ୍ୟରଂଜନଙ୍କ ମୃତ୍ୟୁ ଘଟିଥିଲା
ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ମାମଲା ଏବେ ବଚାରାଧୀନ ରହିଛି


Post a Comment