*ପୁଣି କାଲି ଲଘୁଚାପ !*
*-ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା*
*-ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ.*
*-ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା*
*-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment