*ସୃଷ୍ଟି ହେଲା ଗଭୀର ଅବପାତ*
- *ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ*
- *ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ*
- *ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା*
- *ଏବେ ଗୋପାଳପୁର ଠାରୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ*
- *ଆନ୍ଧ୍ରର କାକିନାଡ଼ାଠାରୁ ୮୪୦ କି.ମି. ଦୂରରେ କେନ୍ଦ୍ରୀଭୂତ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق