BREAKING
Loading...
:

୨୭ ତାରିଖ ସକାଳେ ବାତ୍ୟା

 



*୨୭ ତାରିଖ ସକାଳେ ବାତ୍ୟା !*


*ବଙ୍ଗୋପସାଗରରେ ଆସୁଛି ବାତ୍ୟା*


*୨୭ ତାରିଖ ସକାଳେ ସୃଷ୍ଟି ହୋଇପାରେ ବାତ୍ୟା*


*ସୃଷ୍ଟ ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବା ସମ୍ଭାବନା*


*ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର*


*ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା*

*ଘନୀଭୂତ ହୋଇ କାଲି ସୁଦ୍ଧା ଅବପାତର ରୂପ ନେବ*

*୨୬ ସୁଦ୍ଧା ଗଭୀର ଅବପାତର ରୂପ ନେବା ସମ୍ଭାବନା*


*୨୭ ତାରିଖ ସକାଳେ ବାତ୍ୟାର ରୂପ ନେବା ସମ୍ଭାବନା*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS