BREAKING
Loading...
:

ମାନ୍ୟବର ମୁଖ୍ୟମନ୍ତ୍ରୀ* *@MohanMOdisha ଗଭୀର ଦୁଃଖ ପ୍ରକାଶ କରିବା ସହିତ ଦୃଢ଼ ଭାବେ ନିନ୍ଦା କରିଛନ୍ତି

 



ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣାରେ ମାନ୍ୟବର ମୁଖ୍ୟମନ୍ତ୍ରୀ* *@MohanMOdisha ଗଭୀର ଦୁଃଖ ପ୍ରକାଶ କରିବା ସହିତ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ @MamataOfficial ଙ୍କୁ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦୃଢ଼ ଦାବି ଜଣାଇଛନ୍ତି।*


*ଏହି ଘଟଣା ସମ୍ପର୍କରେ ପଶ୍ଚିମବଙ୍ଗ ସରକାରଙ୍କ ସହ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS