-ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; SPଙ୍କ ବଡ଼ ଖୁଲାସା
-ସାର୍ପ ସୁଟର ୧୦ ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲା
-ଚିଣ୍ଟୁ ପ୍ରଧାନ ଗାଡ଼ି ଚଳାଇଥିଲେ, କୁରୁପତି ଭୂୟାଁ ଗୁଳି ଚଳାଇଥିଲେ
-ମଳୟ ବିଷୋୟୀ ଓ ମଦନ ଦଳେଇ ପୂରା ଷଡ଼ଯନ୍ତ୍ର କରିଥିଲେ
-ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ସବୁ ଷଡ଼ଯନ୍ତ୍ର କରାଇଥିଲେ
-ମଳୟ ବିଷୋୟୀ ଓ ମଦନ ଦଳେଇ ଜରିଆରେ ଷଡ଼ଯନ୍ତ୍ର କରିଥିଲେ ବିକ୍ରମ ପଣ୍ଡା
-ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସଙ୍କ ଠାରୁ ୫୦ ଲକ୍ଷ ଆଣିବାର ବ୍ୟବସ୍ଥା ହୋଇଥିଲା
-ଉମା ବିଷୋୟୀ ପାଖରେ ସବୁ ଡିଲ୍ ଟଙ୍କା ରହିଛି- ବ୍ରହ୍ମପୁର ଏସ୍ପି
-ପିଣ୍ଟୁ ଦାସଙ୍କ ନାଁରେ ୩୮ଟି ମାମଲା ରହିଛି
-ବିକ୍ରମ ପଣ୍ଡାଙ୍କ ନାଁରେ ଅପରାଧିକ ଷଡ଼ଯନ୍ତ୍ର ପ୍ରମାଣ ମିଳିଛି
-ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଗିରଫ କରାଯାଇଛି, ଆଉ ୩ ଫେରାର ଅଛନ୍ତି
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق