BREAKING
Loading...
:

ମହିଳାଙ୍କ ପାଇଁ ଖୁସିଖବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର

 ମହିଳାଙ୍କ ପାଇଁ ଖୁସିଖବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର




ଭୁବନେଶ୍ୱର,-: ପୁଣି ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ସୁଭଦ୍ରା ପୋର୍ଟାଲରେ ଅନଲାଇନ ଆବେଦନ କରିପାରିବେ। ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଯେଉଁମାନେ ୨୦ରୁ ୨୧ ବର୍ଷରେ ପହଞ୍ଚିଲେ ସେମାନେ ଆବେଦନ କରିପାରିବେ।୧ ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀ ଭାବେ ଯୋଡ଼ି ହୋଇପାରିବେ।ଯେଉଁଠି ଆଚରଣ ବିଧି ଲାଗିଛି ସେ ଅଞ୍ଚଳକୁ ଛାଡ଼ି ଅନ୍ୟ ସମସ୍ତେ ପୋର୍ଟାଲ ବ୍ୟବହାର କରିପାରିବେ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS