ବିଧାୟକମାନଙ୍କ ଦରମା ଓ ଭତ୍ତା; ପାଉଥିଲେ କେତେ? ଏବେ ପାଇବେ କେତେ?
-ବିଧାୟକ ଓ ପୂର୍ବତନ ବିଧାୟକ ମାନଙ୍କୁ ଏଣିକି ୩୫ ହଜାର ବଦଳରେ ମିଳିବ ୯୦ ହଜାର ଟଙ୍କା ଦରମା
-ନିର୍ବାଚନମଣ୍ଡଳୀ ଓ ଲୋକସେବା ଭବନ ଗସ୍ତ ଖର୍ଚ୍ଚ ଭତ୍ତା ବାବଦକୁ ୨୦ ହଜାର ବଦଳରେ ୭୫ ହଜାର ମିଳିବ
-କମିଟି ବୈଠକ ଭତ୍ତା ୧୫୦୦ ଟଙ୍କା ବଦଳରେ ୩୦୦୦ ମିଳିବ
-ରାଜ୍ୟ ବାହାରେ ବୈଠକ ପାଇଁ ଦୈନିକ ୨୦୦୦ ବଦଳରେ ୧୦ ହଜାର ମିଳିବ
-ରାଜ୍ୟ ଭିତରେ କାର ଯାତ୍ରା ପାଇଁ କିଲୋମିଟର ପିଛା ୨୫ ଟଙ୍କା ବଦଳରେ ମିଳିବ ୩୫ ଟଙ୍କା
-ମାସିକ ଯାନ ବାହନ ଭତ୍ତା ୧୫ ହଜାର ବଦଳରେ ମିଳିବ ୫୦ ହଜାର
-ମାସକୁ ପୁସ୍ତକ କିଣିବା ପାଇଁ ୨୦୦୦ ବଦଳରେ ମିଳିବ ୧୦ ହଜାର
-ବିଜୁଳି ବିଲ ପାଇଁ ୫୦୦୦ ବଦଳରେ ୨୦ ହଜାର ଟଙ୍କା ମିଳିବ
-ଚିକିତ୍ସା ଖର୍ଚ୍ଚ ୫୦୦୦ ଟଙ୍କା ବଦଳରେ ୩୫ ହଜାର ମିଳିବ
-କ୍ୱାଟର ମିଳି ନଥିବା ବିଧାୟକଙ୍କୁ ରହଣି ପାଇଁ ଦିନକୁ ୧୦୦୦ ଟଙ୍କା ବଦଳରେ ମିଳିବ ୨୦୦୦ ଟଙ୍କା
-ଗାଡି କିଣିବା ପାଇଁ ୫ ଲକ୍ଷ ଟଙ୍କା ବଦଳରେ ୧୦ ଲକ୍ଷ ମିଳିବ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment