ଉଷା ପାଢ଼ୀଙ୍କୁ ଆଶ୍ବସ୍ତି,
ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଲେ IAS ଉଷା ପାଢ଼ୀ*
ହାଇକୋର୍ଟରେ ନିଃସର୍ତ୍ତ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଉଷା ପାଢ଼ୀ!
ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ପାଳନ କରିଥିବା ରିପୋର୍ଟ ଦାଖଲ କଲେ*
ନିର୍ଦ୍ଦେଶ ପାଳନ ହୋଇଥିବାରୁ ଅଦାଲତ ଅବମାନନା ମାମଲା ରଦ୍ଦ କଲେ ହାଇକୋର୍ଟ!
ପୌର ପ୍ରଶାସନ ନିର୍ଦ୍ଦେଶକ ଓ କଟକ ଜିଲ୍ଲାପାଳଙ୍କ ବିରୋଧରେ ଵି ମାମଲା ରଦ୍ଦ!
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق