BREAKING
Loading...
:

କମିବନି ଭକ୍ତ ନିବାସ ପାର୍କିଂ ଫି

 କମିବନି ଭକ୍ତ ନିବାସ ପାର୍କିଂ ଫି 



ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ- ସ୍ପଷ୍ଟ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ୍ ଭଡ଼ା ଦିଆଯାଉଛି'

ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ ଆସୁନାହାନ୍ତି'- ଯେଉଁମାନେ ଚାରିଚକିଆ ଆଣି ଆସୁଛନ୍ତି ପାର୍କିଂ ଫି ଦିନକୁ ୫ ଶହ ଟଙ୍କା ଦେବେ'- ଅନ୍ୟ ବାହାର ଲୋକ ଭକ୍ତ ନିବାସରେ ଗାଡ଼ି ପାର୍କିଂ କରିପାରିବେ ନାହିଁ'- ଅନ୍ୟ ପାର୍କିଂ ସ୍ଥଳରେ ୨୪୦ ଟଙ୍କା ଦେଇ ଗାଡ଼ି ପାର୍କିଂ କରୁଛନ୍ତି ଯାତ୍ରୀ 

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS