କୋଟିଆ ପାଇଁ ରୋଡ୍ ମ୍ୟାପ ପ୍ପ୍ରସ୍ତୁତ ହେଉଛି,
କୋଟିଆରେ ବେଆଇନ୍ ଅନୁପ୍ରବେଶ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ
ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ*
'ସୀମା ଅତିକ୍ରମ କରି କୋଟିଆ ଲୋକଙ୍କୁ ପ୍ରଭାବିତ କରୁଛି ଆନ୍ଧ୍ର'!
ଆନ୍ଧ୍ର ମାଉସୀ ହୋଇ ସାହାଯ୍ୟ କରୁଛି, ଆମେ ମା' ଭଳି କରୁଛୁ'!
କୋଟିଆର ବିକାଶ ପାଇଁ ପୂର୍ଣ୍ଣକାଳୀନ ଅଫିସରଙ୍କୁ ଦାୟିତ୍ଵ ଦିଆଯାଇଛି'!
ରୋଡ୍ ମ୍ୟାପ୍ ପ୍ରସ୍ତୁତ ହେଉଛି କହିଲେ ରାଜସ୍ବ ମନ୍ତ୍ରୀ!
କୋଟିଆ ଓଡ଼ିଶାର ଅବିଛେଦ୍ୟ ଅଙ୍ଗ, କେହି ଅଲଗା କରିପାରିବେନି'!
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق