ଏଣିକି ସୋମବାର କୌଣସି ସରକାରୀ ବୈଠକ ହେବନି
ଏନେଇ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ସୋମବାର କୌଣସି ବୈଠକ ନ ରଖି ଅଭିଯୋଗ ଶୁଣାଣିକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ
ପ୍ରତ୍ୟେକ ମାସର ୩ୟ ଶନିବାର ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା ପାଇଁ ନିର୍ଦ୍ଦେଶ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق