BREAKING
Loading...
:

ସରକାର ଲଗାଇବେ ସ୍ମାର୍ଟମିଟର




 ସରକାର ଲଗାଇବେ ସ୍ମାର୍ଟମିଟର

ସ୍ମାର୍ଟ ମିଟର ଲଗାଇବେ ରାଜ୍ୟ ସରକାର

କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି

୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି

୨ କିଲୋ ୱାଟ ଯାଏଁ ଥିବା ୮.୭୫ ଲକ୍ଷ ମିଟରକୁ ବଦଳାଇ ଲଗାଯିବ ସ୍ମାର୍ଟ ମିଟର

ଏହି ବାବଦକୁ ଖର୍ଚ୍ଚ ହେବ ୩୪୦ କୋଟି ଟଙ୍କା

ନୂଆ ସଂଯୋଗରେ ସ୍ମାର୍ଟ ମିଟର ଲଗେଇବାକୁ ୮୮ କୋଟି ଖର୍ଚ୍ଚ ହେବ

-ସ୍ମାର୍ଟ ମିଟର ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ ରହିବ

DISCOM ଦ୍ୱାରା ପରିଚାଳିତ ଏବଂ ରକ୍ଷଣାବେକ୍ଷଣ କରାଯିବ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS