BREAKING
Loading...
:

କଲେଜରେ ଖଟି କଲେ ହେବ ଆକ୍ସନ୍

 କଲେଜରେ ଖଟି କଲେ ହେବ ଆକ୍ସନ୍



ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। କଲେଜରେ କ୍ଲାସ ନକରି ଖଟି କରୁଥିଲେ ଆକ୍ସନ୍ ନେବ ଉଚ୍ଚଶିକ୍ଷା ବିଭାଗ। କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହୋଇପାରେ ଦରମା।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS