BREAKING
Loading...
:

ଅଦାଲତ ଅବମାନନା ମାମଲାରେ ସଚିବ ଉଷା ପାଢ଼ୀଙ୍କୁ ହାଜିରା ନିର୍ଦ୍ଦେଶ

 



ଅଦାଲତ ଅବମାନନା ମାମଲାରେ ସଚିବ ଉଷା ପାଢ଼ୀଙ୍କୁ ହାଜିରା ନିର୍ଦ୍ଦେଶ

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟଙ୍କ ହାଜିରା ନିର୍ଦ୍ଦେଶ

ସଚିବଙ୍କ ସହ ପୌର ପ୍ରଶାସନ ନିର୍ଦ୍ଦେଶକ ଓ କଟକ ଜିଲ୍ଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ

ହାଜିରା ସୁନିଶ୍ଚିତ ପାଇଁ ପୋଲିସ କମିଶନରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

୩୦ ତାରିଖ ସକାଳ ୧୦ଟା ୩୦ରେ ହାଜର ପାଇଁ ନିର୍ଦ୍ଦେଶ ଦେଲେ

ଏହା ମଧ୍ୟରେ ଅଦାଲତଙ୍କ ନିର୍ଦ୍ଦେଶ ପାଳନ କରିଥିଲେ ଆଉ ହାଜର ହେବେନି

ଡ଼ ପ୍ରଦୀପ୍ତ କୁମାର ମିଶ୍ର ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS