BREAKING
Loading...
:

୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ*

 



*୭୨ପ୍ରଧାନଶିକ୍ଷକଙ୍କଦରମାବନ୍ଦ*

ପୁରୀ: ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

ଏନେଇ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀଙ୍କ ସୂଚନା

ସାପ କାମୁଡ଼ା ଓ ବଜ୍ରପାତ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା

ସଚେତନତା ପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦ ଟଙ୍କା ପ୍ରଦାନ କରାଯାଇଥିଲା

ଶିବିର ନେଇ କୌଣସି ସୂଚନା ଦେଇନଥିବାରୁ ଡିଇଓଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS