BREAKING
Loading...
:

ସୃଷ୍ଟି_ହେଲା_ଲଘୁଚାପ*

 



*ସୃଷ୍ଟି_ହେଲା_ଲଘୁଚାପ*

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା

ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS