ପଞ୍ଚମ ଶ୍ରେଣୀ ଯାଏଁ ମାତୃଭାଷା ବାଧ୍ୟତାମୂଳକ : ଷଷ୍ଠରୁ ଦଶମ ପିଲାଙ୍କ ପାଇଁ ୧୦ଦିନ ବ୍ୟାଗମୁକ୍ତ ଶିକ୍ଷାଦାନ
ପଂଚମ ଶ୍ରେଣୀ ଯାଏ ମାତୃଭାଷା ବାଧ୍ୟତାମୁଳକ
ବିଦ୍ୟାଳୟ ସ୍ତରୀୟ ଶିକ୍ଷା ପାଠ୍ୟକ୍ରମର ସଂସ୍କାର ଓ ପାଠ୍ୟପୁସ୍ତକ ବିକାଶ ସମୀକ୍ଷା
ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା
୨୦୨୬-୨୭ ଶିକ୍ଷାବର୍ଷରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରାଯିବ
ରାଜ୍ୟର ପ୍ରାୟ ୧.୬୭ଲକ୍ଷ ଶିକ୍ଷକଙ୍କୁ ନୂତନ ପାଠ୍ୟକ୍ରମରେ ଦକ୍ଷ କରିବା ପାଇଁ ପ୍ରଶିକ୍ଷଣ ଦିଆଯିବ
ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମାତୃଭାଷାରେ ଶିକ୍ଷାଦାନକୁ ସୁଦୃଢ଼ କରାଯିବ
୬ଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ୧୦ଦିନିଆ ବ୍ୟାଗ୍ମୁକ୍ତ ଶିକ୍ଷାଦାନ ବ୍ୟବସ୍ଥା
ଜନ୍ମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁଙ୍କ ପୋଷଣ ଓ ସ୍ବାସ୍ଥ୍ୟ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ
ଜାତୀୟ ଶିକ୍ଷା ନୀତି-୨୦୨୦ ଅଧୀନରେ ୫୫ଟି ନୂତନ ଏନ୍ସିଇଆରଟି ପାଠ୍ୟପୁସ୍ତକକୁ ଅନୁବାଦ
୩ଟି ନୂତନ ବିଷୟ ଯଥା କଳା , ଶାରୀରିକ ଏବଂ ଧନ୍ଦାମୂଳକ ଶିକ୍ଷା ପାଠ୍ୟପୁସ୍ତକ ପ୍ରଚଳନ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق