BREAKING
Loading...
:

PUCC ନ ଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ





 PUCC ନ ଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ

-PUCC ନ ଥିଲେ ପେଟ୍ରୋଲ୍‌ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ

-ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ସରକାର

-ପେଟ୍ରୋଲ ପମ୍ପ୍‌ଗୁଡ଼ିକ କେବଳ PUCC ପାଇଁ କହିପାରିବେ

-ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର

-ଏନେଇ ବାହାନ ପୋର୍ଟାଲରେ ସଂଶୋଧନ ପାଇଁ ନିର୍ଦ୍ଦେଶ

-ପୋର୍ଟାଲରେ ସଂଶୋଧନ ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS