ଲାଞ୍ଚ ନେଇ ଧରାପଡ଼ିଲେ କଖଡ଼ି RI ଜାନକୀ ରଂଜନ ମଲ୍ଲିକ
କଟକ ସଦର ତହସିଲ୍ କଖଡ଼ି ସର୍କଲ RI ଜାନକୀ ରଂଜନ ମଲ୍ଲିକ
୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍
ଜମିଜମା ମାମଲାର ମ୍ୟୁଟେସନ୍ ଓ ପଟ୍ଟା ପାଇଁ ନେଉଥିଲେ ଲାଞ୍ଚ
-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ RIଙ୍କର ୩ଟି ସ୍ଥାନରେ ରେଡ୍
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment