*ବରିଷ୍ଠନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର**
*୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ**
*ଖୁବ୍ଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା**
*ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗର ଚିଠି**
*୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ**
*ପଞ୍ଚାୟତସ୍ତରରେ ହିତାଧିକାରୀ ଚୂଡ଼ାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ**
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment