*ମୋଟା କାଗଜ ଖୋଳରେ ମିଳିବ ମଦ*
କାଚ ବୋତଲରେ ବଦଳରେ ଫ୍ରୁଟି ଭଳି ମୋଟା କାଗଜ ଖୋଳରେ ମିଳିବ ମଦ,
ସନା ମହାକୁଡ଼ଙ୍କ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର*
'କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍ ବ୍ୟବହାର କରାଯିବ'
ଯାହା ପରିବେଶ ସୁରକ୍ଷା ପାଇଁ ଅନୁକୂଳ ମଧ୍ୟ ଅଟେ- ଆଇନ ମନ୍ତ୍ରୀ,
'ସରକାର କାଚ ବୋତଲର ପୁନଃ ବ୍ୟବହାର ପାଇଁ ଉତ୍ସାହିତ କରୁଛି'


إرسال تعليق