ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ
୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ-
ରାଜ୍ୟବ୍ୟାପୀ ଠପ୍ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ,
ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ,
ପ୍ରେସମିଟ୍ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର, ମହାସଂଘର ଚେତାବନୀ
ରାଜଧାନୀ ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ,
ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ଼ ଆଦି ୮ ଦଫା ଦାବି କରିଛି ମହାସଂଘ*
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment