BREAKING
Loading...
:

ଚାକିରି ଦେବା ନାଁରେ ଠକେଇ; ବନ୍ଧାହେଲା ମହିଳା ସ୍ଵେଚ୍ଛାସେବୀ,

 



ଭୁବନେଶ୍ୱର: ଚାକିରି ଦେବା ନାଁରେ ଠକେଇ; ବନ୍ଧାହେଲା ମହିଳା ସ୍ଵେଚ୍ଛାସେବୀ,

ମହିଳା ସ୍ଵେଚ୍ଛାସେବୀ ପରିଚୟ ଦେଉଥିବା ସୁରେଶ୍ଵରୀ ଜେନା ଗିରଫ

ଖଣ୍ଡଗିରି ଥାନା ପୋଲିସର ଏକ ଟିମ୍ କେନ୍ଦୁଝରରୁ ଗିରଫ କରିଥିବା ସୂଚନା,

ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ସୁରେଶ୍ଵରୀ*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS