BREAKING
Loading...
:

ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ

 



ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ

ଗତକାଲି ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ,

ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା,

ପରୀକ୍ଷାରୁ ଗୀତାଙ୍କ ମସ୍ତିସ୍କାଘାତ ହୋଇଥିବା ଜଣାପଡ଼ିଥିଲା,

ଏବେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS