BREAKING
Loading...
:

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପ୍ରସ୍ତୁତି




 *🌒ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପ୍ରସ୍ତୁତି*

*-୩ ତାରିଖ ଦୋଳ ପୂର୍ଣ୍ଣିମାରେ କେତୁଗ୍ରସ୍ତ ଚନ୍ଦ୍ର ଗ୍ରହଣ*

*-ପୁରୀକୁ ଦିନ ୩ଟା ୨୦ ମିନିଟ୍ ୧୭ ସେକେଣ୍ଡରେ ସ୍ପର୍ଶ କରିବ*

*-ସୂର୍ଯ୍ୟୋଦୟ ପରଠୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିବ*

*-ଗ୍ରହଣ ସର୍ବମୋକ୍ଷ ପରେ ମହାପ୍ରଭୁଙ୍କର ରାଜାଧିରାଜ ବେଶ ଅନୁଷ୍ଠିତ ହେବ*

*-ରାତି ୮ଟାରୁ ୯ଟା ୩୦ ମଧ୍ୟରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ*

*-ଚଳନ୍ତି ପ୍ରତିମା ରାତି ୧୦ଟାରେ ଦୋଳବେଦୀରେ ବିଜେ କରିବେ*

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

أحدث أقدم
Header ADS